ଆସନ୍ତା ୧୮ ତାରିଖରୁ ଆରମ୍ଭ ହେବାକୁ ଯାଉଛି ଯୁକ୍ତ ୨ ପରୀକ୍ଷା. ଆଉ ଏହି ପରୀକ୍ଷା ପାଇଁ ଚଳିତବର୍ଷ ମୋଟ ୨୦୫ଟି ପରୀକ୍ଷା ହବ ହୋଇଛି. ଆଉ ଆଜିଠୁ ପରୀକ୍ଷା ହବକୁ ଗଲା ଯୁକ୍ତ ୨ ପରୀକ୍ଷା ପ୍ରଶ୍ନ ପତ୍ର। ଚଳିତ ବର୍ଷ ୨୦୫ ପରୀକ୍ଷା ହବ ହୋଇଛି। ଆସନ୍ତା ୧୮ରୁ ହେବାକୁ ଥିବା ଯୁକ୍ତ ୨ ପରୀକ୍ଷା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ୧୦ଟି ରୁଟ ଦେଇ ଗଲା ପରୀକ୍ଷା ପ୍ରଶ୍ନପତ୍ର। କଡାକଡି ସୁରକ୍ଷା ବ୍ୟବସ୍ତା ଭିତରେ ପରୀକ୍ଷା ହବକୁ ଗଳା ପ୍ରଶ୍ନ ପତ୍ର। ୩ ଲକ୍ଷ ୯୩ ହଜାର ୬୧୮ ପରୀକ୍ଷାର୍ଥୀ ଦେବେ ପରୀକ୍ଷା। ଆଜି ଦକ୍ଷିଣ ଓଡିଶା ଓ ପଶ୍ଚିମ ଓଡିଶା ଅଧିନରେ ଆସୁଥିବା ପରୀକ୍ଷା ହବ ଗୁଡିକୁ ଗଲା ପରୀକ୍ଷା ପ୍ରଶ୍ନ ପତ୍ର।