ବ୍ୟାଡମିଣ୍ଟନ ପୁରୁଷ ଡବଲ୍ସରେ ଭାରତ ସ୍ୱର୍ଣ୍ଣ । ଭାରତ ପାଇଁ ସାତ୍ତ୍ୱିକ ଓ ଚିରାଗଙ୍କ ଯୋଡି ସ୍ୱର୍ଣ୍ଣ ପଦକ ଜିତିଛି । ଭାରତର ପଦକ ସଂଖ୍ୟା ୧୦୧କୁ ବୃଦ୍ଧି ପାଇଲା ।ସେହିଭଳି ମହିଳା କବାଡିରେ ଭାରତକୁ ସ୍ୱର୍ଣ୍ଣ ମିଳିଛି । ଚାଇନିଜ୍ ତାଇପେକୁ ୨୬-୨୫ରେ ହରାଇଛି ଭାରତୀୟ ମହିଳା କବାଡି ଦଳ ।ସେପଟେ ତୀରନ୍ଦାଜୀରେ ୨ଟି ସ୍ୱର୍ଣ୍ଣ ଗୋଟିଏ ରୌପ୍ୟ ଓ ଗୋଟିଏ ବ୍ରୋଞ୍ଜ ସହ ଭାରତକୁ ୪ଟି ପଦକ ହାସଲ କରିଛି । ମହିଳା କମ୍ପାଉଣ୍ଡ ଇଭେଣ୍ଟରେ ଜ୍ୟୋତି ସୁରେଖାଙ୍କୁ ସ୍ୱର୍ଣ୍ଣ ଜିତିଛନ୍ତି ।