ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ସୃଷ୍ଟ ଲଘୁଚାପ ଅବପାତରେ ପରିଣତ। କିଛି ଘଣ୍ଟା ଭିତରେ ଅଧିକ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେବ, ପରେ ବାତ୍ୟା ରୂପ ନେବା ସମ୍ଭାବନା ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଗଭୀର ଅବପାତରେ ପରିଣତ ହୋଇଛି; ଗୋପାଳପୁରରୁ ପୂର୍ବ ଓ ଦକ୍ଷିଣ ପୂର୍ବର ୫୧୦ କିମି ଦୂରରେ ରହିଛି, ୧୨ ଘଣ୍ଟାରେ ଘନୀଭୂତ ହୋଇ ସାମୁଦ୍ରିକ ଝଡ଼ ବା ବାତ୍ୟା ସମ୍ଭାବନା, ୨୬ ତାରିଖ ସନ୍ଧ୍ୟା ସୁଦ୍ଧା ସ୍ଥଳଭାଗ ଛୁଇଁବା ନେଇ ଆକଳନ କରାଯାଉଛି.
#weather #strom #cyclone #NNSODIA