ରାଜଧାନୀ ଭୁବନେଶ୍ୱରରେ ଡବଲ୍ ମର୍ଡର । ତମାଣ୍ଡୋ ଥାନା ନାରଗଦା ଅଞ୍ଚଳରେ ଘଟିଛି ଏହି ହତ୍ୟାକାଣ୍ଡ । ଘର ଭିତରେ ମା’ ଓ ପୁଅଙ୍କୁ ଅତି ବିଭତ୍ସ ଭାବେ ହତ୍ୟା କରାଯାଇଛି । ହତ୍ୟାର କାରଣ ଜଣାପଡ଼ି ନାହିଁ । ଘଟଣାସ୍ଥଳରେ ପୋଲିସ୍ ପହଞ୍ଚି ତଦନ୍ତ କରୁଛି ।

© 2023 NNS Odia - Designed by TT INFOTECHS.