ଭୁବନେଶ୍ୱର,୦୫.୦୪.୨୦୨୩ (ଏନଏନଏସ ଓଡ଼ିଆ) : ଏପ୍ରିଲ ୧୦ରୁ +୨ ଖାତାଦେଖା ଆରମ୍ଭ । ଦୁଇଟି ପର୍ଯ୍ୟାୟରେ ହେବ ଖାତାଦେଖା ଆରମ୍ଭ । ଏପ୍ରିଲ ୧୦ରୁ ୨୨ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ୨୩ରୁ ମେ’ ୭ ପର୍ଯ୍ୟନ୍ତ ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହେବ ବୋଲି ଜଣାପଡ଼ିଛି । ଉଭୟ ଅନ୍ଲାଇନ୍ ଓ ଅଫ୍ଲାଇନ୍ରେ ଜରିଆରେ ହେବ ମୂଲ୍ୟାୟନ । ଖାତା ଦେଖାନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି ।