ଅଷ୍ଟମ ଶ୍ରେଣୀରୁ ଉର୍ଦ୍ଧ୍ୱ ସ୍କୁଲ ଏବଂ କଲେଜ ଖୋଲାଯିବ । ସେହିପରି ଫେବୃଆରୀ ୧୪ ତାରିଖରୁ ରାଜ୍ୟର କେଜି ୨ ଠାରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିବା ନେଇ ଘୋଷଣା କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚପନ୍ଦ୍ର ମହାପାତ୍ର । କୋଭିଡ୍ କଟକଣାକୁ କଠୋର ଭାବେ ପାଳନ କରାଯାଇ ସ୍କୁଲ ଏବଂ କଲେଜ ଖୋଲିବା ନେଇ ନିଷ୍ପତ୍ତି ହୋଇଛି । ରାଜ୍ୟରେ କୋଭିଡ ସ୍ଥିତି କ୍ରମାଗତ ଭାବେ ହ୍ରାସ ପାଉଥିବାରୁ ସ୍କୁଲ କଲେଜ ଖୋଲିବା ନେଇ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି | ଅଷ୍ଟମ ଶ୍ରେଣୀରୁ ଉର୍ଦ୍ଧ୍ୱ ସ୍କୁଲ ଏବଂ କଲେଜ ଖୋଲାଯିବ । ସେହିପରି ଫେବୃଆରୀ ୧୪ ତାରିଖରୁ ରାଜ୍ୟର କେଜି ୨ ଠାରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିବା ନେଇ ଘୋଷଣା କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚପନ୍ଦ୍ର ମହାପାତ୍ର । କୋଭିଡ୍ କଟକଣାକୁ କଠୋର ଭାବେ ପାଳନ କରାଯାଇ ସ୍କୁଲ ଏବଂ କଲେଜ ଖୋଲିବା ନେଇ ନିଷ୍ପତ୍ତି ହୋଇଛି । ରାଜ୍ୟରେ କୋଭିଡ ସ୍ଥିତି କ୍ରମାଗତ ଭାବେ ହ୍ରାସ ପାଉଥିବାରୁ ସ୍କୁଲ କଲେଜ ଖୋଲିବା ନେଇ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି |