କ୍ୟାସ୍ଲେସ୍ ହେଲ୍ଥ୍ କାର୍ଡ ବା ସ୍ୱାସ୍ଥ୍ୟବୀମା ଲାଗୁ ପାଇଁ ମୁଖ୍ୟମନ୍ତ୍ରୀ ଓ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବିପତ୍ର
ଓଡ଼ିଶା ସରକାରୀ ମିଳିତ କର୍ମଚାରୀ ମହାସଂଘ ଆନୁକୂଲ୍ୟରେ ଭୁବନେଶ୍ଵରଠାରେ ସାମ୍ବାଦିକ ସମ୍ମିଳନୀରେ କ୍ୟାସ୍ଲେସ୍ ହେଲ୍ଥ୍ କାର୍ଡ ବା ସ୍ଵାସ୍ଥ୍ୟବୀମା ସବୁ ସରକାରୀ କର୍ମଚାରୀମାନଙ୍କ କ୍ଷେତ୍ରରେ ଲାଗୁ ନ ...