ହରେକୃଷ୍ଣ ମହତାବ ରାଜ୍ୟ ପାଠାଗାରର ହେବ ନବୀକରଣ, ୱାଇଫାଇ ସୁବିଧା ସହ ଖୋଲିବ ଫୁଡକୋର୍ଟ
ଭୁବନେଶ୍ୱର(ଏନଏନଏସ୍): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଗତକାଲି ଭୁବନେଶ୍ବରର ହରେକୃଷ୍ଣ ମହତାବ ରାଜ୍ୟ ପାଠାଗାର ପରିଦର୍ଶନରେ ଯାଇଥିଲେ ...